www.samajalive.in
Sunday, December 14, 2025
23.1 C
Bhubaneswar

ଓଡ଼ିଆ ଚଳଚ୍ଚିତ୍ର ‘ନାୟିକା’ର ଟାଇଟଲ ଘୋଷଣା

ସମାଜ ଡିଜିଟାଲ ଡେସ୍କ: ଜୟ ଜଗନ୍ନାଥ ନତଜ୍ୟୋସ୍ନା ପ୍ରଡକ୍ସନ ହାଉସ ଦ୍ୱାରା ପ୍ରସ୍ତୁତ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ନାୟିକା’ର ନାମ ବା ଟାଇଟଲ ଘୋଷଣା ସହିତ ପୋଷ୍ଟର ଉନ୍ମୋଚନ କରାଯାଇଛି। ଏ ନେଇ ଆୟୋଜିତ ଏକ ଉତ୍ସବରେ ପ୍ରଯୋଜକ ରୂପେଶ କୁମାର ନାୟକ, ସହ ପ୍ରଯୋଜିକା ସଙ୍ଗୀତା ବିଷୋୟୀ, ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏବଂ ବରିଷ୍ଠ ଅଭିନେତ୍ରୀ ମହାଶ୍ୱେତା ରାୟ ପ୍ରମୁଖ ଯୋଗଦେଇଥିଲେ।

ନାୟିକା ଭୂମିକାରେ ନଜର ଆସିବେ ମହାଶ୍ୱେତା ରାୟ। ଏବେ ବିଭିନ୍ନ ମୌଳିକ କାହାଣୀକୁ ନେଇ ଓଡ଼ିଆ ସିନେମା ନିର୍ମାଣ ହୋଇ ହିଟ୍‌ ହେଉଛି।

- Advertisement -

ରୂପେଶ କୁମାର ନାୟକଙ୍କ ଦ୍ଵାରା ପ୍ରଯୋଜିତ ଏହି ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି ସୁଧାଂଶୁ ମୋହନ ସାହୁ। କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଛନ୍ତି ଶଙ୍କର ତ୍ରିପାଠୀ। ଚଳଚ୍ଚିତ୍ରର ପ୍ରଚାର ଓ ପ୍ରସାର ଦାୟିତ୍ୱରେ ମୁଖ୍ୟ ରହିଛନ୍ତି ମିଡିଆ ପ୍ଲାନର ଭରତ ପ୍ରଧାନ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories