ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଡିଲରଙ୍କୁ ଆଳୁ ପ୍ରଦାନ

ଭୁବନେଶ୍ୱର : ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶନିବାର ବିଭିନ୍ନ ଡିଲର ମାନଙ୍କୁ ଆଳୁ ପ୍ରଦାନ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ (ଖାରବେଳ ଭବନ ନିକଟ) ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ପ୍ରଦାନ କରାଯାଇଛି। ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସର୍ବସାଧାରଣ ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ବିକ୍ରୟ କରିବେ। ୧୬ ଅଗଷ୍ଟରେ ୨ ଦୁର୍ଲ୍ଲଭ ଯୋଗ: ୫ … Continue reading ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଡିଲରଙ୍କୁ ଆଳୁ ପ୍ରଦାନ