www.samajalive.in
Sunday, December 14, 2025
23.1 C
Bhubaneswar

ରାଜନୀତି ବିଜ୍ଞାନ ସମ୍ମାନର ନବାଗତ ବିଦ୍ୟାର୍ଥୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା 

ତିଗିରିଆ :  ତିଗିରିଆ ନିଜିଗଡ଼ସ୍ଥିତ ପ୍ରସନ୍ନ ପୁରୁଷୋତ୍ତମ ଦେବ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ସମ୍ମାନ ଶ୍ରେଣୀର ନବାଗତ ବିଦ୍ୟାର୍ଥୀଙ୍କ ଉଦ୍ଦେଶ୍ୟରେ ଏକ ସ୍ବାଗତ ସମ୍ବର୍ଦ୍ଧନା ସଭା ମହାବିଦ୍ୟାଳୟ ବରିଷ୍ଠ ପ୍ରାଧ୍ୟାପକ ବିଜୟ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। +୩  ଦ୍ବିତୀୟ  ଓ ତୃତୀୟ ବର୍ଷର ପଢୁଥିବା ସମ୍ମାନ ଶ୍ରେଣୀର ଛାତ୍ରଛାତ୍ରୀମାନେ ନବାଗତ ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ପ୍ରାଧ୍ୟାପକ ଡଃ ପତିତପାବନ ପଣ୍ଡା, ଲକ୍ଷ୍ମୀଧର ସାହୁ, ବନୋଜ ଦାସ, ରାମଚନ୍ଦ୍ର ବାରିକ ଓ  ରୁଦ୍ର ପ୍ରକାଶ ସାହୁ ପ୍ରମୁଖ ସମ୍ବୋଧନ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories