www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକୋତ୍ସବ

ଭୁବନେଶ୍ୱର: ଭିଏସ୍ଏସ୍ ନଗରସ୍ଥିତ ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। କ୍ରିୟାଯୋଗ ଆଧାରିତ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ବାମୀ ଶଙ୍କରାନନ୍ଦ ଗିରି ମହାରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍କଳ ବିଶ୍ବବିଦ୍ୟାଳୟର ପ୍ରଫେସର ଡ. ସତ୍ୟସ୍ବରୂପ ଦେବାଶିଷ, ସମ୍ମାନିତ ଅତିଥ୍‌ ପଦ୍ମଶ୍ରୀ ବିନୋଦ ମହାରଣା ଏବଂ ଇଡ୍‌କୋର କାର୍ଯ୍ୟନିର୍ବାହୀ ନିର୍ଦେଶକ ଡ. ସୁରେଶ ଚନ୍ଦ୍ର ଦଳାଇ ଓ ନାଇଜର କୁଳସଚିବ ଡ. ଅଭୟ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଅଧ୍ୟକ୍ଷ ଅଲେଖ ଚରଣ ନାୟକ ବିବରଣୀ ପାଠ କରିଥିଲେ । ଶ୍ରେଷ୍ଠ ଛାତ୍ର ଭାବେ ଶାଶ୍ବତ ରଥଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷୟିତ୍ରୀ ଏନ୍. ପ୍ରମିଳା ନାଗରାଣୀ ପରିଚାଳନା କରିଥିଲେ। ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଧନ୍ୟବାଦ ଦେଇଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories