www.samajalive.in
Wednesday, December 10, 2025
26.1 C
Bhubaneswar

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା

ଭୁବନେଶ୍ୱର :  ବରିଷ୍ଠ ଆଇଏସ୍ ଅଧିକାରୀ ପ୍ରଦୀପ ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ମଙ୍ଗଳବାର ମୁଖ୍ୟ ସଚିବ ସୁରେଶ ମହାପାତ୍ର ଅବସର ଗ୍ରହଣ କରିଥିଲେ। ପୂର୍ବରୁ ରାଜ୍ୟ ସରକାର ତାଙ୍କ ସ୍ଥାନରେ ପ୍ରଦୀପ ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଥିଲେ।

୧୯୮୯ ବ୍ୟାଚର ଆଇଏଏସ୍‌ ଅଧିକାରୀ ପ୍ରଦୀପ ଜେନା ପୂର୍ବରୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସଆରସି) ଦାୟିତ୍ବରେ ତୁଲାଉଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories