www.samajalive.in
Monday, December 8, 2025
27.1 C
Bhubaneswar

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଲୋକାୟୁକ୍ତରେ ମାମଲା ; ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ହାଇକୋର୍ଟରେ  ଖାରଜ

କଟକ :  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଲୋକାୟୁକ୍ତରେ ଥିବା ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ମାମଲାର ଆବେଦନକାରୀ ଖୋଦ୍ ଭିଜିଲାନ୍ସ ହୋଇଥିବାରୁ ଏହାକୁ ଚ୍ୟାଲେଞ୍ଜ୍ କରି ପ୍ରଦୀପ ପାଣିଗ୍ରାହୀ ହାଇକୋର୍ଟ ଯାଇଥିଲେ। ତେବେ ମାମଲାର ଶୁଣାଣି କରି ଅଦାଲତ ଏହାକୁ ଖାରଜ କରି ଦେଇଛନ୍ତି। ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ଚାଲେଞ୍ଜ କରି ଶ୍ରୀ ପାଣିଗ୍ରାହୀ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories