ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି, ଶେଷ ତାରିଖ ଜୁଲାଇ ୩୧
ଭୁବନେଶ୍ୱର: ଖରିଫ, ୨୦୨୪ ରେ ୮ଟି ବିଜ୍ଞାପିତ ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍-ଏଫ୍ବିଓ୍ୱାଇ) ଅଧୀନରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ଏକ ବିଜ୍ଞପ୍ତି ଚିଠି (ନଂ.୭୧୫୦, ଡି.ଟି.୭/୦୭/୨୦୨୪) ଜାରି କରିଛନ୍ତି। ଜୁଲାଇ ୩୧ ତାରିଖ ହେଉଛି କୃଷକମାନଙ୍କ ନାମ ପଞ୍ଜୀକରଣର ଶେଷ ତାରିଖ। ଖରିଫ, ୨୦୨୩ରେ ଜିଲା ପ୍ରଶାସନର ସକ୍ରିୟ ସହଯୋଗରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣ ହୋଇଥିଲା। ଗତବର୍ଷ ଭଳି ଚଳିତ ବର୍ଷ ରାଜ୍ୟ ସରକାର ୨ ହେକ୍ଟର ପର୍ଯ୍ୟନ୍ତ … Continue reading ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି, ଶେଷ ତାରିଖ ଜୁଲାଇ ୩୧
Copy and paste this URL into your WordPress site to embed
Copy and paste this code into your site to embed