www.samajalive.in
Sunday, December 7, 2025
26.1 C
Bhubaneswar

ଜେଡିଏସ୍‌ ନେତା ପ୍ରଜ୍ବଲ ରେଭନ୍ନାଙ୍କ ଭାଇ ସୁରଜ ଗିରଫ

ନୂଆଦିଲ୍ଲୀ: ଜନତା ଦଳ-ସେକ୍ୟୁଲାର(ଜେଡିଏସ୍‌) ନେତା ସୁରଜ ରେଭନ୍ନାଙ୍କୁ ଗିରଫ କରାଯାଇଛି। ସୁରଜ ହେଉଛନ୍ତି ଯୌନ ଶୋଷଣ ମାମଲାରେ ଜେଲରେ ଥିବା ପ୍ରଜ୍ବଲ ରେଭନ୍ନାଙ୍କ ଭାଇ। ପ୍ରଜ୍ବଲ ଅନେକ ମହିଳାଙ୍କ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି। ଇତି ମଧ୍ୟରେ କର୍ଣ୍ଣାଟକରେ ଦଳର ଜଣେ ପୁରୁଷ କାର୍ଯ୍ୟକର୍ତ୍ତାଙ୍କ ସହ ଯୌନ ଉତ୍ପୀଡ଼ନ ଅଭିଯୋଗରେ ସୁରଜଙ୍କୁ ଗିରଫ କରାଯାଇଛି।

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories