www.samajalive.in
Monday, December 15, 2025
27.1 C
Bhubaneswar

ସ୍ଵାର୍ଥପର ଲୋକ ଦଳରୁ ପଳେଇଲେ ଭଲ

ଭୁବନେଶ୍ଵର : ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ରଖିଛନ୍ତି। ସେ କହିଛନ୍ତି ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି। କିଛି ଲୋକ ନବରନ ବାବୁଙ୍କୁ ଦେଖା କରିବାକୁ ଦେଉନାହାଁନ୍ତି। ଭୂପିନ୍ଦର ସିଂଙ୍କୁ ମଧ୍ୟ ଦେଖା କରାଇ ଦେଲେନି। ମୁଁ ଦେଖା କରିବାକୁ ଚାହୁଁଛି ବୋଲି ନବୀନ ବାବୁଙ୍କୁ ଜଣାଇ ନିଆଯାଉନି। ନିର୍ବାଚନ ବେଳେ ନବୀନ ବାବୁ ପ୍ରଚାର ମଙ୍ଗ ଧରିଲେନି। ବିଜୁ ବାବୁ ଓ ନବୀନ ବାବୁଙ୍କ ଫଟୋ ଉଠିଗଲା, ପାଣ୍ଡିଆନଙ୍କ ଫଟୋ ଲାଗିଲା। ସ୍ଵାଭିମାନ୍ ଓଡିଆ ଏହାର ସଠିକ୍ ଜବାବ ଦେଲେ।

ସେପଟେ ଦେବାଶିଷଙ୍କୁ ସ୍ଵାର୍ଥପର ନେତା କହି ଟାର୍ଗେଟ୍ କରିଛନ୍ତି ପ୍ରମିଳା ମଲ୍ଲିକ। କିଛି ସ୍ଵାର୍ଥପର ନେତା ଅଛନ୍ତି, ସ୍ଵାର୍ଥରେ ବାଧା ଆସିଲେ ଦଳ ଛାଡନ୍ତି। ଦଳ ଛାଡି ଦଳ ବିରୋଧରେ କୁହନ୍ତି। ସ୍ଵାର୍ଥପର ଲୋକ ଦଳରୁ ପଳେଇଲେ ଭଲ , ଦଳ ଶୃଙ୍ଖଳାରେ ଚାଲିବ। ଦେବାଶିଷ ଅସୁସ୍ଥ ଅଛନ୍ତି , ପଦବୀ ସମ୍ଭାଳି ପାରିବେନି ବୋଲି ଇସ୍ତଫା ଦେଲେ। ଯେତେବେଳେ ପଦବୀ ଓ କ୍ଷମତା ଥିଲା ସେତେବେଳେ କାହିଁକି କିଛି କହିଲେନି। ଏବେ କ୍ଷମତା ଚାଲିଗଲା ବୋଲି କହୁଛନ୍ତି ନୀତି ଆଦର୍ଶରୁ ଚାଲିଗଲା।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁସାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories