www.samajalive.in
Sunday, December 14, 2025
26.1 C
Bhubaneswar

ଓସିଏ ସଭାପତି ପଦରୁ ବବିଙ୍କ ଇସ୍ତଫା

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା କ୍ରିକେଟ ସଂଘ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଯାଜପୁରର ହେବିୱେଟ ନେତା  ପ୍ରଣବ ପ୍ରକାଶ ଦାସ। ଏନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ବ୍ୟକ୍ତିଗତ କାରଣ ଦର୍ଶାଇ ପଦରୁ ଇସ୍ତଫା ଦେଇଛନ୍ତି ବବି। ଆଗାମୀ ୪୫ ଦିନ ମଧ୍ୟରେ ନୂଆ ସଭାପତି ପାଇଁ ନିର୍ବାଚନ ହେବ। ଓସିଏ ଉପସଭାପତି ପଙ୍କଜ ଲୋଚନ ମହାନ୍ତି ଏବେ ସଭାପତି ଦାୟିତ୍ବ ତୁଲାଇବେ।  ରବିବାର ଅନୁଷ୍ଠିତ ବାର୍ଷିକ ସାଧାରଣ ପରିଷଦ ବୈଠକରେ ସମ୍ପାଦକ ଏନେଇ ସୂଚନା ଦେଇଛନ୍ତି।

ଅନେକ ବର୍ଷ ଧରି ସେ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ସଂଘର କାର୍ଯ୍ୟକ୍ରମରେ ଯୋଗ ଦେଇ ପାରୁ ନଥିଲେ ବୋଲି କହିଛନ୍ତି ସମ୍ପାଦକ ସଞ୍ଜୟ ବେହେରା। ବିଶେଷ କରି ନିର୍ବାଚନ ଫଳାଫଳ ଘୋଷଣା ପରେ ସେ ଓସିଏର ବିଭିନ୍ନ ବୈଠକରେ ଅନୁପସ୍ଥିତ ରହୁଥିଲେ ବୋଲି ସେ କହିଛନ୍ତି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories