www.samajalive.in
Sunday, December 7, 2025
23.1 C
Bhubaneswar

ବିଜେଡିରେ ପ୍ରଥମ ଥର ସଂଗଠନ ସଂପାଦକ ପଦବୀ ସୃଷ୍ଟି; ପ୍ରଣବ, ସଞ୍ଜୟ, ପ୍ରତାପଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ବିଜେଡିରେ ସଂଗଠନ ସଂପାଦକ ପଦବୀ ସୃଷ୍ଟି କରାଯାଇଛି। ବିଜେଡି ନେତା ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା ଓ ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ ଏହି ନୂଆ ପଦବୀରେ ଅବସ୍ଥାପିତ କରାଯାଇ ଦାୟିତ୍ୱ ପ୍ରଦାନ କରାଯାଇଛି। ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସଂଗଠନ ସଂପାଦକର ଦାୟିତ୍ୱ ମିଳିଥିବା ବେଳେ ସଞ୍ଜୟ ଦାସବର୍ମାଙ୍କୁ ସାଧାରଣ ସଂପାଦକ ମୁଖ୍ୟାଳୟ ଦାୟିତ୍ୱ ମିଳିଛି। ସେହିପରି ପ୍ରତାପ କେଶରୀ ଦେବଙ୍କୁ ରିଟର୍ଣ୍ଣିଂ ଅଫିସର ଭାବେ ଦାୟିତ୍ୱ ମିଳିଛି। ପୂର୍ବରୁ ଭାରତୀୟ ଜନତା ପାର୍ଟିରେ ଏହି ପଦବୀ ରହିଥିବା ବେଳେ ସାଧାରଣ ସଂପାଦକ ମୁଖ୍ୟାଳୟ ପଦବୀ ନୂଆ କରି ବିଜେଡିରେ ଆରମ୍ଭ ହୋଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories