www.samajalive.in
Saturday, December 6, 2025
16.1 C
Bhubaneswar

ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱର ସ୍ଥାନାନ୍ତର ହେବେ ପ୍ରସନ୍ନ

ସମ୍ବଲପୁର: ଦୁର୍ଘଟଣାରେ ଗୁରୁତର ହୋଇଥିବା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯିବ। ଗଭୀର ଆଘାତ ଯୋଗୁ ଉତ୍ତମ ଚିକିତ୍ସା ପାଇଁ ତାଙ୍କୁ ସମ୍ବଲପୁରରୁ ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ଅଣାଯିବା ନେଇ ସୂଚନା ମିଳିଛି। ଗୁରୁବାର ରାତିରେ ଭୁବନେଶ୍ୱରରୁ ବରଗଡ ଯିବା ବେଳେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରେଢାଖୋଲ ବିଲଡିହି ନିକଟରେ ପ୍ରସନ୍ନଙ୍କ କାରକୁ ଏକ ଟ୍ୟାଙ୍କର ଧକ୍କା ଦେଇଥିଲା। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁଣ୍ଡ ଓ ଆଖିରେ ଗଭୀର ଆଘାତ ଲାଗିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories