www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଶାନ୍ତ ଜଗଦ୍ଦେବ ଏସସିବି ମେଡିକାଲରେ ଭର୍ତ୍ତି

ଖୋର୍ଦ୍ଧା: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅସୁସ୍ଥତା ଯୋଗୁ ଖୋର୍ଦ୍ଧା ଜେଲରୁ ତାଙ୍କୁ କଟକ ଏସସିବି ଅଣାଯାଇ ଭର୍ତ୍ତି କରାଯାଇଛି। ଓକିଲଙ୍କ ଆବେଦନ ଆଧାରରେ ଆଜି ଭୋର ୪ଟା ସମୟରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତୃତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ବୁଥରେ ଗଣ୍ଡଗୋଳ ଘଟଣାରେ ପ୍ରଶାନ୍ତ ଗିରଫ କରି ଜେଲ ପଠାଇଥିଲା ପୁଲିସ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories