www.samajalive.in
Sunday, December 7, 2025
15.1 C
Bhubaneswar

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗୁରୁବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୨ ତାରିଖରେ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦିଆଯାଇଥିଲା। ସେ ପଞ୍ଜାବରେ କ୍ୟାବିନେଟ୍‌ ମନ୍ତ୍ରୀ ପାହ୍ୟା ମଧ୍ୟ ପାଇଥିଲେ।


ତେବେ କଂଗ୍ରେସରେ ସାମିଲ୍ ହେବା ନେଇ ଚର୍ଚ୍ଚା ଭିତରେ ଆଜି ପ୍ରଶାନ୍ତ କିଶୋର ଅମରିନ୍ଦର ସିଂହଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି। ଖୁବ ଶୀଘ୍ର ସେ କଂଗ୍ରେସରେ ଯୋଗ ଦେବା ନେଇ ସୂଚନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories