www.samajalive.in
Saturday, December 6, 2025
17.1 C
Bhubaneswar

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନା ଆଶ୍ବସ୍ତ, ବଢିଲା ଅନ୍ତରୀଣ ସୁରକ୍ଷା ଅବଧି

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ବୃଦ୍ଧି ହୋଇଛି। ଆସନ୍ତା ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ବଢିଛି ତାଙ୍କ ଅନ୍ତରୀଣ ସୁରକ୍ଷା ଅବଧି। ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରତାପ ଜେନା ଦାଖଲ କରିଥିବା ଆବେଦନର ଶୁଣାଣି କରି ବୁଧବାର ହାଇକୋର୍ଟ ଏହି ନିର୍ଦେଶ ଦେଇଛନ୍ତି। ଆଗାମୀ ଫେବୃଆରୀ ୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories