www.samajalive.in
Monday, December 8, 2025
20.1 C
Bhubaneswar

ଉଠା ଦୋକାନୀଙ୍କୁ ସହାୟତା ମଞ୍ଜୁର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପ୍ରତାପ ଜେନା

ଭୁବନେଶ୍ୱର : ସହରାଚଂଳ ଉଠା ଦୋକାନୀଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି। ଏଥି ପାଇଁ ପଚାଂୟତିରାଜ , ପାନୀୟଜଳ , ଆଇନ ,ଗୃହ ନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ସମୟୋଚିତ ପଦକ୍ଷେପ ନିମନ୍ତେ ଆନ୍ତରିକ କୃତଜ୍ଞତା ଓ ଧନ୍ୟବାଦ ଅର୍ପଣ କରିଛନ୍ତି।
କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଥିବା ବେଳେ ଜୀବନ ଜୀବିକା ଉପରେ ମଧ୍ୟ ସର୍ବାଧିକ ପ୍ରଭାବ ପକାଇଛି। ଲକ୍‍ଡାଉନ ଯୋଗୁ ସହରାଚଂଳର ଉଠା ଦୋକାନୀ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‍ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି ଓ ଏହା ଦ୍ୱାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠା ହୋକାନୀ ଉପକୃତ ହେବେ।

Hot this week

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories