www.samajalive.in
Sunday, December 7, 2025
16.1 C
Bhubaneswar

ଦାୟିତ୍ଵ ନେଲେ ନିତିନ ଗଡ଼କରୀ, ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ବିଜେପିର ବରିଷ୍ଠ ନେତା ନିତିନ ଗଡ଼କରୀ ଏବଂ ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି। ଉଭୟେ ମଙ୍ଗଳବାର ପୂର୍ବାହ୍ନରେ ଏକାଠି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପରେ ସେଠାରେ ଏକା ସମୟରେ ଦାୟିତ୍ଵ ନେଇଥିଲେ। ନିତିନ ଗଡ଼କରୀ ମଧ୍ୟମ, କ୍ଷୁଦ୍ର ଓ ଅଣୁ ଉଦ୍ୟୋଗ(ଏମଏସଏମଇ) କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ଵ ନେଇଥିବାବେଳେ ପ୍ରତାପ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। କାର୍ଯ୍ୟାଳୟର ଅଧିକାରୀମାନେ ସେମାନଙ୍କୁ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories