www.samajalive.in
Saturday, December 6, 2025
26.1 C
Bhubaneswar

ଆରପାରିରେ ପ୍ରତିଭା ପାଟିଲଙ୍କ ସ୍ବାମୀ

ମୁମ୍ବାଇ: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତଙ୍କ ପରଲୋକ ଘଟିଛି। ଶୁକ୍ରବାର ପୁଣେରେ ୮୯ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତିି। ସୂଚନା ମୁତାବକ, ଅସୁସ୍ଥତା କାରଣରୁ ତାଙ୍କୁ କିଛି ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଜି ସକାଳ ୯ଟା ସମୟରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି।

ଶୁକ୍ରବାର ପୁଣେରେ ଦେବୀସିଂହ ପାଟିଲଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ତାଙ୍କ ପରିବାରରେ ପ୍ରତିଭା ପାଟିଲଙ୍କ ବ୍ୟତୀତ ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ମଧ୍ୟ ଅଛନ୍ତି।

- Advertisement -

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories