www.samajalive.in
Monday, December 8, 2025
13.1 C
Bhubaneswar

ସୁଭଦ୍ରା ଯୋଜନାର ସଫଳତା ବିଷୟରେ ବୁଝିଲେ ୟୁପି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ

ଡେସ୍କ: ଉତ୍ତର ପ୍ରଦେଶର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ବେବି ରାଣୀ ମୌର୍ୟ ଓଡ଼ିଶା ପରିଦର୍ଶନରେ ଆସି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସହ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ଓ ସଫଳତା ଉପରେ ବିଶଦ ଆଲୋଚନା କରିଛନ୍ତି। ଏହା ସହ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ରର ପରିଚାଳନା ଉପରେ ମଧ୍ୟ ସେ ଜାଣିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଉତ୍ତର ପ୍ରଦେଶ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନା ବିଷୟରେ ମଧ୍ୟ ସେ ଆଲୋକପାତ କରିଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories