www.samajalive.in
Saturday, December 13, 2025
27.1 C
Bhubaneswar

ବିଜେଡି ଛାଡିଲେ ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ

ଭୁବନେଶ୍ୱର : ମୋରଡା ବିଧାୟକ ତଥା ବିଜେଡି ନେତା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ବିଜେଡି ଛାଡିଛନ୍ତି। ପ୍ରବୀଣ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ସହ ମୟୁରଭଞ୍ଜ ଜିଲା ବିଜେଡି ସଭାପତି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ପ୍ରବୀଣ ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ୨୦୦୯ ମସିହାରୁ ନିର୍ବାଚିତ ହୋଇ ଆସୁଛନ୍ତି। କେଉଁ କାରଣ ଯୋଗୁଁ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି ତାହା ପ୍ରବୀଣ ଜଣାଇନାହାନ୍ତି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories