www.samajalive.in
Monday, December 15, 2025
16.1 C
Bhubaneswar

ଲେମ୍ବୁରସ ଚିଙ୍ଗୁଡ଼ି

ଚିଙ୍ଗୁଡ଼ି- ୨୦ରୁ ୨୫ଟି
ଲେମ୍ବୁ
ଲୁଣ- ୧ଚାମଚ
ଲଙ୍କା ଗୁଣ୍ଡ-୧ଚାମଚ
ଅଦା ରସୁଣ ପେଷ୍ଟ- ୧କପ୍‌
ଦହି- ୨କପ୍‌
କ୍ରିମ୍‌- ୨କପ୍‌
ପିଆଜ- ୨ଟି
ଟମାଟୋ- ୩ଟି
ହଳଦି- ୧ଚାମଚ
ଜିରା- ୧ଚାମଚ
ଗରମ ମସଲା- ୨ଚାମଚ
ତେଲ- ୧ଚାମଚ
ଘିଅ- ୧ଚାମଚ
ପ୍ରସ୍ତୁତି ପ୍ରଣାଳୀ:
ଗୋଟିଏ ପାତ୍ରରେ ଅଦା,ରସୁଣ ପେଷ୍ଟ,ଲଙ୍କା ଗୁଣ୍ଡ,ଲେମ୍ବୁ ରସ ଓ ଲୁଣ ମିଶାଇ ରଖି ଦିଅନ୍ତୁ । ସେଥିରେ ଚିଙ୍ଗୁଡ଼ିକୁ ଗୋଳାଇ ୧୫ରୁ ୨୦ ମିନିଟ ପର୍ଯ୍ୟନ୍ତ ରଖି ଦିଅନ୍ତୁ । ତାପରେ କଡ଼େଇରେ ଘିଅ ପକାଇ ଚିଙ୍ଗୁଡ଼ିକୁ ଭାଜନ୍ତୁ । ଭାଜି ହୋଇ ସାରିବା ପରେ ଚିଙ୍ଗୁଡ଼ିକୁ ଅନ୍ୟ ଏକପାତ୍ରରେ ରଖନ୍ତୁ । କଡ଼େଇରେ ଅଳ୍ପ ତେଲ ଗରମ କରି ସେଥିରେ ଜିରା ପକାଇ ଭାଜନ୍ତୁ । ତାପରେ ସେଥିରେ ପିଆଜ ପକାଇ ଭାଜନ୍ତୁ । ପାଞ୍ଚ ମିନିଟ ପରେ ସେଥିରେ ଅଦା ରସୁଣ ପେଷ୍ଟ, ଲଙ୍କା ଗୁଣ୍ଡ, ହଳଦି, ଲୁଣ ପକାଇ ୧ମିନିଟ ପର୍ଯ୍ୟନ୍ତ ଭାଜନ୍ତୁ । ସେଥିରେ ଟମାଟୋ ପକାନ୍ତୁ । ଅଳ୍ପ ଆଞ୍ଚରେ ୫ମିନିଟ ଭାଜନ୍ତୁ । ମସଲା ଗାଢ଼ା ହେବା ପରେ ସେଥିରେ କ୍ରିମ୍‌, ଦହି ଓ ଗରମ ମସଲା ପକାନ୍ତୁ । ଅଳ୍ପ ସମୟ ପରେ ସେଥିରେ ଚିଙ୍ଗୁଡ଼ି ପକାନ୍ତୁ । ତାପରେ ସେଥିରେ ଲୁଣ ପକାଇ କିଛି ସମୟ ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ । ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ଚିଙ୍ଗୁଡି କଷା।

୯ ଅକ୍ଟୋବରରୁ ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

ଭାରତ-ଚୀନର ନିଷ୍ପତ୍ତିକୁ ବଦଳାଇ ପାରିବେ ନାହିଁ; ଟ୍ରମ୍ପଙ୍କୁ କଡା ଜବାବ ଦେଲା ରୁଷ

- Advertisement -

ଜିଏସଟି ପ୍ରଭାବ.. ୭୨,୦୦୦ ଟଙ୍କା ଶସ୍ତା ହେଲା; ଟାଟା ଟିଆଗୋ ଉପରେ ମିଳିବ ଜବରଦସ୍ତ ରିହାତି

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories