www.samajalive.in
Monday, December 15, 2025
24.1 C
Bhubaneswar

କଳସ ବିସର୍ଜନ ବେଳେ ଟଳିପଡ଼ିଲେ ପୂଜକ

ସମାଜ ଡିଜିଟାଲ ଡେସ୍କ: କଳସ ବିସର୍ଜନ ବେଳେ ଟଳିପଡ଼ିଲେ ପୂଜକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଅନ୍ତର୍ଗତ ନନ୍ଦିପଦା ଶାସଙ୍ଗ ଗାଁରେ। ଗାଁରେ ମା’ ମଙ୍ଗଳାଙ୍କ ପୂଜା ଚାଲିଥିଲା। ପୂଜାରେ କଳସ ବିସର୍ଜନ ସମୟରେ ହଠାତ ପୂଜକ ଭାଗିରଥୀ ଦେହୁରୀ ଟଳିପଡ଼ିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ​‌ ଘୋଷଣା କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories