www.samajalive.in
Saturday, December 6, 2025
26.1 C
Bhubaneswar

ଗାଁକୁ ରାସ୍ତା ନଥିବାରୁ ୨ କିଲୋମିଟର ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ଗଜପତି: ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର କରୁଣ ଚିତ୍ର। ଗଜପତି ଜିଲ୍ଲା ମୋହନା ଜକରାପଲ୍ଲୀ ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁକୁ ରାସ୍ତା ନଥିବାରୁ ୨ କିଲୋମିଟର ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା । ସୂଚନା ମୂତାବକ ଗାଁର ଅମ୍ବିକ ରଇତଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ସ୍ଥାନୀୟ ଲୋକ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ହେଲେ ଭଲ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଅଧା ରାସ୍ତାରେ ଅଟକି ଯାଇଥିଲା । ପରେ ଆଶା କର୍ମୀ ଓ ଆମ୍ବୁଲାନ୍ସ କର୍ମଚାରୀ ଗ୍ରାମବାସୀଙ୍କ ସହାୟତାରେ ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ନଦୀ ପାର କରି ଆମ୍ବଲାନ୍ସ ଯାଏ ଆଣିଥିଲେ । ସେଠାରୁ ତାଙ୍କୁ ମେଡିକାଲକୁ ନିଆଯାଇଥିଲା ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories