www.samajalive.in
Saturday, December 6, 2025
26.1 C
Bhubaneswar

ରାତି ୧୦ଟାରୁ ୧୦ଟା ୩୦ଭିତରେ ଉଠିବ ବାବା ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୮ ତାରିଖରେ ମହାଶିବରାତ୍ରୀ ପାଳିତ ହେବ । ଏଥିଲାଗି ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ସୁପରିଚାଳନା ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ସବୁଥର ପରି ଚଳିତବର୍ଷ ମଧ୍ୟ ସମସ୍ତ ରୀତିନୀତି ସହ ରାତି ୧୦ଟାରୁ ୧୦ଟା ୩୦ ମଧ୍ୟରେ ମହାଦୀପ ଉଠାଇବାକୁ ନିଷ୍ପତ୍ତି ହୋଇଛି । ମନ୍ଦିର ପ୍ରଶାସନ ସହ ବ୍ରାହ୍ମଣ ନିଯୋଗ, ପୂଜାପଣ୍ଡା ନିଯୋଗ, ସମର୍ଥା , ପାଲିଙ୍କିଆ ନିଯୋଗ ବୈଠକରେ ଉପସ୍ଥିତ ଥିଲେ । ବୈଠକରେ ଜାଗର ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର କରାଯିବା ସହ ମନ୍ଦିର ପରିମଳ, ଆଲୋକ ବ୍ୟବସ୍ଥା, ଟ୍ରାଫିକ୍‍ ନିୟନ୍ତ୍ରଣ, ପ୍ରତ୍ନତତ୍ତ୍ୱ ବିଭାଗର କାର୍ଯ୍ୟ ଓ ଆଇନ ଶୃଙ୍ଖଳା ଆଦି ବିଷୟ‌ରେ ବିସ୍ତୃତ ଆଲୋଚନା କରାଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories