ନୂଆଦିଲ୍ଲୀ : ପ୍ରତିଷ୍ଠିତ ଓଡିଆ ସ୍ଥପତି ତଥା ରାଜ୍ୟସଭା ସାଂସଦ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମାଆ ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତ୍ତି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି।
ଏହି ଅବସରରେ ଓଡିଶାର ଅନ୍ୟାନ୍ୟ ସାଂସଦ ମାନଙ୍କ ସହ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତ୍ୟନ୍ତ ଖୁସିବ୍ୟକ୍ତ କରିଥିବା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି।
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମାଆ ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତ୍ତି ପ୍ରଦାନ କଲେ ସାଂସଦ ରଘୁନାଥ ମହାପାତ୍ର
Popular Categories



