www.samajalive.in
Sunday, December 7, 2025
14.1 C
Bhubaneswar

ପହଞ୍ଚିଲେ ରାଷ୍ଟ୍ରପତି : ସ୍ବାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ବରରେ ପହଁଞ୍ଚିଛନ୍ତି । ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀ ସବିତା କୋବିନ୍ଦ ସହ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିଛନ୍ତି।

ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଚନ୍ଦ୍ର ଷଢଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ପୁଲିସ ଡିଜି ଡ଼କ୍ଟର ବିଜୟ କୁମାର ଶର୍ମା ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଥିଲେ।

- Advertisement -

 

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories