www.samajalive.in
Friday, December 12, 2025
26.1 C
Bhubaneswar

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର : ଭୁବନେଶ୍ବରରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ ଦିନିଆ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମାରୋହର ଆସନ୍ତାକାଲି ସମାପନ ଉତ୍ସବରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିଛନ୍ତି । ଆଜି ରାଜଭବନରେ ରାଷ୍ଟ୍ରପତି ରାତ୍ରୀଯାପନ କରିବେ । ବିମାନବନ୍ଦରରୁ ସୁରକ୍ଷା ବଳୟ ମଧ୍ୟରେ ରାଷ୍ଟ୍ରପତି ରାଜଭବନ ଅଭିମୁଖେ ଯାତ୍ରା କରିଛନ୍ତି ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories