www.samajalive.in
Sunday, December 7, 2025
14.1 C
Bhubaneswar

ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର : ଆସନ୍ତା ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ମୟୁରଭଞ୍ଜରେ ପ୍ରସିଦ୍ଧ ମା’ କିଚକେଶ୍ବରୀଙ୍କୁ ଦର୍ଶନ କରିବେ । ସୂଚନା ଅନୁସାରେ ମହାମହିମ ଆସନ୍ତା ୨୯ ତାରିଖରେ  ପୂର୍ବାହ୍ମରେ ଅଧଘଣ୍ଟା ପର୍ଯ୍ୟନ୍ତ ଐତିହାସିକ ଖିଞ୍ଚି ମନ୍ଦିର ପରିସରରେ ରହିବେ । ଏହି ଅବସରରେ ସେ ମା’ କିଚକେଶ୍ବରୀଙ୍କୁ ଦର୍ଶନ ଓ ଆରତୀ କରିବେ। ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଖିଞ୍ଚି ମନ୍ଦିର କମିଟି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories