www.samajalive.in
Saturday, December 6, 2025
16.1 C
Bhubaneswar

ଭବ୍ୟ ସମାରୋହରେ ପ୍ରଦାନ କରାଗଲା ଭାରତ ରତ୍ନ ସମ୍ମାନ: ୪ ଜଣଙ୍କୁ ମିଳିଲା ମରଣୋତ୍ତର ସମ୍ମାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ  ଭାରତ ରତ୍ନ ସମ୍ମାନ ପ୍ରଦାନ କରାଯାଇଛି । ଚଳିତ ବର୍ଷ କର୍ପୁରୀ ଠାକୁର, ଏମଏସ ସ୍ୱାମୀନାଥନ, ଚୌଧରୀ ଚରଣ ସିଂହ, ପିଭି ନରସିଂହ ରାଓଙ୍କୁ ମରଣୋତ୍ତର ଭାବେ ସମ୍ମାନୀତ କରାଯାଇଛି । ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ଥିବାରୁ ରବିବାର ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବା ନେଇ ସୂଚନା ରହିଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କର୍ପୁରୀ ଠାକୁରଙ୍କ ପୁଅ ରାମନାଥ ଠାକୁର ଉପସ୍ଥିତ ରହି ନିଜ ପିତାଙ୍କ ସମ୍ମାନ ଗ୍ରହଣ କରିଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories