ଭବ୍ୟ ସମାରୋହରେ ପ୍ରଦାନ କରାଗଲା ଭାରତ ରତ୍ନ ସମ୍ମାନ: ୪ ଜଣଙ୍କୁ ମିଳିଲା ମରଣୋତ୍ତର ସମ୍ମାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ  ଭାରତ ରତ୍ନ ସମ୍ମାନ ପ୍ରଦାନ କରାଯାଇଛି । ଚଳିତ ବର୍ଷ କର୍ପୁରୀ ଠାକୁର, ଏମଏସ ସ୍ୱାମୀନାଥନ, ଚୌଧରୀ ଚରଣ ସିଂହ, ପିଭି ନରସିଂହ ରାଓଙ୍କୁ ମରଣୋତ୍ତର ଭାବେ ସମ୍ମାନୀତ କରାଯାଇଛି । ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ଥିବାରୁ ରବିବାର ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବା ନେଇ … Continue reading ଭବ୍ୟ ସମାରୋହରେ ପ୍ରଦାନ କରାଗଲା ଭାରତ ରତ୍ନ ସମ୍ମାନ: ୪ ଜଣଙ୍କୁ ମିଳିଲା ମରଣୋତ୍ତର ସମ୍ମାନ