ଓଡ଼ିଶାର ଦକ୍ଷିଣାଞ୍ଚଳ ଶିକ୍ଷା, ସାହିତ୍ୟ, କଳା ଓ ହସ୍ତଶିଳ୍ପରେ ସମୃଦ୍ଧ – ରାଷ୍ଟ୍ରପତି
ଡେସ୍କ: ଗଞ୍ଜାମ ଭଞ୍ଜବିହାରଠାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇ କହିଛନ୍ତି, କେବଳ ଓଡ଼ିଶା ଇତିହାସରେ ନୁହେଁ ବରଂ ଭାରତ ଇତିହାସରେ ମଧ୍ୟ ଓଡ଼ିଶାର ଦକ୍ଷିଣାଞ୍ଚଳର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରହିଛି। ଏହି ଭୂମି ଶିକ୍ଷା, ସାହିତ୍ୟ, କଳା ଓ ହସ୍ତଶିଳ୍ପରେ ସମୃଦ୍ଧ। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଓ ଏହି ଅଞ୍ଚଳର ପୁତ୍ର କବିସୂର୍ଯ୍ୟ ବଳଦେବ ରଥ ନିଜ ଲେଖା ମାଧ୍ୟମରେ ଓଡ଼ିଆ ତଥା ଭାରତୀୟ ସାହିତ୍ୟକୁ ସମୃଦ୍ଧ … Continue reading ଓଡ଼ିଶାର ଦକ୍ଷିଣାଞ୍ଚଳ ଶିକ୍ଷା, ସାହିତ୍ୟ, କଳା ଓ ହସ୍ତଶିଳ୍ପରେ ସମୃଦ୍ଧ – ରାଷ୍ଟ୍ରପତି
Copy and paste this URL into your WordPress site to embed
Copy and paste this code into your site to embed