www.samajalive.in
Monday, December 15, 2025
14.1 C
Bhubaneswar

୫ଟି ଦେଶର ରାଷ୍ଟ୍ରଦୂତଙ୍କୁ ସ୍ୱୀକାର କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ଟି ଦେଶର ରାଷ୍ଟ୍ରଦୂତଙ୍କ ଠାରୁ ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ଏହି ରାଷ୍ଟ୍ରଦୂତମାନେ ହେଲେ ଫିଲିପାଇନ୍ସର ଜୋସେଲ ଫ୍ରାନସିସ୍କୋ ଇଗ୍ନାସିଓ, ଉଜବେକିସ୍ତାନର ସରଦୌର ରୁସ୍ତମ୍ବବାଏବ, ବେଲାରୁସର ମିଖାଇଲ କାସ୍କୋ, କେନିଆର ହାଇ କମିଶନର ପିଟର ମୈନା, ମୁନିରି ଏବଂ ଜର୍ଜିଆ ରାଷ୍ଟ୍ରଦୂତ ୱାକାତାଙ୍ଗ ଜାଓଶଭିଲି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories