www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ବର ଛାଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାୟୁ ସେନାର ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଲେ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିଲ୍ଲୀ ଫେରି ଯାଇଛନ୍ତି। ଆଜି ପାରାଦ୍ବୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଇଥିଲେ ରାଷ୍ଟ୍ରପତି। ପାରାଦ୍ବୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଇ ସନ୍ଧ୍ୟାରେ ଭୁବନେଶ୍ବର ଫେରିଥିଲେ। ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିମାନବନ୍ଦରକୁ ଯାଇ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଥିଲେ। ବିମାନବନ୍ଦରରେ ରାଜ୍ୟପାଳ ରଘୁବର ଦାସଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories