www.samajalive.in
Saturday, December 6, 2025
26.1 C
Bhubaneswar

ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି !

ଭୁବନେଶ୍ଵର: ପୁରୀ ରଥଯାତ୍ରାରେ ଯୋଗଦେଇପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୭ ତାରିଖରେ ଶ୍ରୀକ୍ଷେତ୍ରରେ ହେବାକୁ ଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥଯାତ୍ରାରେ ରାଷ୍ଟ୍ରପତି ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଭୁବନେଶ୍ଵର ଏବଂ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ଏ ସମ୍ପର୍କରେ ରାଷ୍ଟ୍ରପତି ଭବନରୁ କୌଣସି ବିଧିବଦ୍ଧ ସୂଚନା ପ୍ରଦାନ କରାଯାଇ ନାହିଁ।

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories