www.samajalive.in
Friday, December 12, 2025
27.1 C
Bhubaneswar

ଜମ୍ମୁ-କାଶ୍ମୀର ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଆର୍ଥିକ ଅନଗ୍ରସର ବର୍ଗ ପାଉଥିବା ସଂରକ୍ଷଣ ଏବଂ ଅନ୍ୟାନ୍ୟ ସୁବିଧା ସୁଯୋଗର ସମ୍ପ୍ରସାରଣ କରି ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଏକ ଆଦେଶ ଜାରି କରିଛନ୍ତି। କେନ୍ଦ୍ର କ୍ୟାବିନେଟ୍‍ ବୈଠକରେ ଏହି ଆଦେଶ ଜାରି କରାଯିବା ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା। ଏହା ଦ୍ୱାରା ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ଥିବା ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ ଜାମ୍ମୁ କାଶ୍ମୀରରେ ଲାଗୁ ହେବ ଯାହା ଫଳରେ ଧର୍ମ ଓ ଜାତି ନିର୍ବିଶେଷରେ ଜମ୍ମୁ-କାଶ୍ମୀରର ଆର୍ଥିକ ଅନଗ୍ରସର ବର୍ଗ ଯୁବ ପିଢ଼ି ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଥିବା ପଦପଦବୀରେ ଚାକିରୀ କ୍ଷେତ୍ରରେ ସୁବିଧା ପାଇପାରିବେ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories