www.samajalive.in
Sunday, December 14, 2025
26.1 C
Bhubaneswar

ମହାରାଷ୍ଟ୍ର ଗୋଣ୍ଡିଆ ବସ ଦୁର୍ଘଟଣା: ସମବେଦନା ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ମହାରାଷ୍ଟ୍ରର ଗୋଣ୍ଡିଆରେ ଏକ ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଟ୍ୱିଟ ବାର୍ତ୍ତାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି,


‘ମହାରାଷ୍ଟ୍ରର ଗୋଣ୍ଡିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣାରେ ଅନେକ ମହିଳାଙ୍କ ସମେତ ଅନେକ ମହିଳାଙ୍କ ମୃତ୍ୟୁ ଖବର ପାଇ ମୁଁ ଗଭୀର ଦୁଃଖିତ। ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।’

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories