www.samajalive.in
Saturday, December 6, 2025
14.1 C
Bhubaneswar

ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ : ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ପୁରୀ ଅଭିମୁଖେ ଯାଇ ପହଞ୍ଚି ସାରିଛନ୍ତି ମହାମହିମ । ସ୍ୱତନ୍ତ୍ର ଚପରରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ଶ୍ରୀମନ୍ଦିରରେ ଶୀଜିଉଙ୍କୁ ଦର୍ଶନ କରି ଆଶିଷ ନେବେ ମହମହିମ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories