www.samajalive.in
Monday, December 8, 2025
17.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ; ଜନତା ମଇଦାନରେ ରାଷ୍ଟ୍ରପତି

ଭୁବନେଶ୍ୱର : ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇ ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବା ସହ କିଛି ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ। ୩ ଦିନ ଧରି ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ପ୍ରବାସୀ।

ମକର ସଂକ୍ରାନ୍ତି ପରଠାରୁ ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି,ଘର, ହେବେ ଭାଗ୍ୟଶାଳୀ..

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories