www.samajalive.in
Saturday, December 6, 2025
26.1 C
Bhubaneswar

ବାଦାମପାହାଡ-ଟାଟାନଗର ମେମୁ ଟ୍ରେନ୍‌‌ର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ମୟୁରଭଞ୍ଜ: ବାଦାମପାହାଡ-ଟାଟାନଗର ମେମୁ ଟ୍ରେନ୍‌‌ର ମଙ୍ଗଳବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାରମ୍ଭ କରିଛନ୍ତି। ସମାରୋହରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ରହିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି।
ରାଷ୍ଟ୍ରପତି ବାଦାମପାହାଡ଼ ଷ୍ଟେସନରୁ ୩ଟି ନୂତନ ଟ୍ରେନର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଶାଲିମାର – ବାଦାମପାହାଡ଼ ଏକ୍ସପ୍ରେସରେ ବାଦାମପାହାଡ଼ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବା ସହ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପାହାଡପୁରଠାରେ ଦକ୍ଷତା ବିକାଶ କେନ୍ଦ୍ରର ଉଦ୍ଘାଟନ କରିବେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories