www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୁରିନାମର ସର୍ବୋଚ୍ଚ ସମ୍ମାନ

ପାରାମାରିବୋ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୁରିନାମ ସରକାର ତାଙ୍କର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଗ୍ରାଣ୍ଡ ଅର୍ଡର ଅଫ ଦ ଚେନ୍ ଅଫ୍ ଦ ୟେଲୋ ଷ୍ଟାର’ରେ ସମ୍ମାନିତ କରାଯାଇଛି। ସୁରିନାମର ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାନତୋଖି ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ମୁର୍ମୁ ରବିବାରଠାରୁ ସୁରିନାମକୁ ୩ଦିନିଆ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ମୁର୍ମୁଙ୍କୁ ସୁରିନାମର ସର୍ବୋଚ୍ଚ ସମ୍ମାନ ପ୍ରଦାନ ଦୁଇ ରାଷ୍ଟ୍ରର ସମ୍ପର୍କରେ ନିବିଡତାକୁ ପ୍ରତିପାଦିତ କରିଛି। ଏହି ସମ୍ମାନ ପାଇଁ ରାଷ୍ଟ୍ରପତି ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories