www.samajalive.in
Friday, December 5, 2025
17.1 C
Bhubaneswar

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ୪ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି । ୬ ତାରିଖ ସନ୍ଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ସାମିଲ ହେବେ । ୭ ତାରିଖରେ ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ସେହିପରି ୮ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବା ପରେ ଅପରାହ୍ନରେ ଡିଭାଇନ୍‍ ରିଟ୍ରିଟ୍‍ ସେଣ୍ଟର ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ୯ ତାରିଖ ପୂର୍ବାହ୍ନରେ ନାଇଜର କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ସେହିଦିନ ଅପରାହ୍ନରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories