www.samajalive.in
Sunday, December 7, 2025
23.1 C
Bhubaneswar

ଆଣବିକ ବୈଜ୍ଞାନିକ ଶେଖର ବସୁଙ୍କ କରୋନାରେ ଦେହାନ୍ତ

କଲକାତା : ଆଣବିକ ବୈଜ୍ଞାନିକ ପଦ୍ମଶ୍ରୀ ଡା. ଶେଖର ବସୁଙ୍କର ଗୁରୁବାର କରୋନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ବସୁ କରୋନାରେ ଆକ୍ରାନ୍ତ ହୋଇ କଲକାତାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

- Advertisement -

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories