www.samajalive.in
Monday, December 15, 2025
15.1 C
Bhubaneswar

କଣ୍ଟିଲୋରେ ମହାମହିମ

ସମାଜ ଡିଜିଟାଲ ଡେସ୍କ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଣ୍ଟିଲୋରେ ପହଞ୍ଚିଛନ୍ତି। ସୋମବାର ଭୁବନେଶ୍ଵରରେ ପହଞ୍ଚିବାପରେ ସେଠାରୁ ବାୟୁସେନାର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋରେ ଯାଇ ପହଞ୍ଚିଛନ୍ତି ମହାମହିମ। ତାଙ୍କ ସହ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ କଣ୍ଟିଲୋରେ ପହଞ୍ଚିଛନ୍ତି। ଏଠାରେ ନୀଳମାଧବଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି। ଏଥିପାଇଁ ନୀଳମାଧବ ମନ୍ଦିରକୁ ଫୁଲରେ ସୁସଜ୍ଜିତ କରାଯିବାସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହାପରେ କାଳିଆପଲ୍ଲୀ ଯାଇ ସେଠାରେ ବିଶ୍ଵାବସୁ ସମ୍ପ୍ରଦାୟର ଯଜ୍ଞରେ ସାମିଲ ହୋଇ ପୂର୍ଣ୍ଣାହୂତି ଦେବେ ମହାମହିମ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories