www.samajalive.in
Monday, December 15, 2025
24.1 C
Bhubaneswar

୯ଟି ଭାଷାରେ ସମ୍ବିଧାନର ଅନୁବାଦିତ ସଂସ୍କରଣ ପ୍ରକାଶିତ

ନୂଆଦିଲ୍ଲୀ: ସାରା ଦେଶରେ ୭୬ତମ ସମ୍ବିଧାନ ଦିବସ ପାଳନ କରାଯାଉଛି । ସଂସଦ ଭବନରେ ଥିବା ସମ୍ବିଧାନ ଗୃହରେ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏହି ସ୍ଥାନଟିର ବିଶେଷ ଐତିହାସିକ ଗୁରୁତ୍ୱ ରହିଛି, କାରଣ ଏହିଠାରେ ଦେଶର ସମ୍ବିଧାନର ଢାଞ୍ଚା ଚୂଡାନ୍ତ ହୋଇଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ । ତାଙ୍କ ସହିତ ଉପରାଷ୍ଟ୍ରପତି ସ.ପି ରାଧାକୃଷ୍ଣନ୍‌, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ ବିର୍ଲା, ସଂସଦର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

- Advertisement -

ଏହି ଅବସରରେ ରାଷ୍ଟ୍ରପତି ୯ଟି ଭାଷାରେ ସମ୍ବିଧାନର ଅନୁବାଦିତ ସଂସ୍କରରଣ ଉନ୍ମୋଚନ କରିଛନ୍ତି । ଏଥିରେ ମାଲାୟଲମ, ମରାଠୀ, ନେପାଳୀ, ପଞ୍ଜାବୀ, ବୋଡୋ, କାଶ୍ମୀରୀ, ତେଲୁଗୁ, ଓଡ଼ିଆ ଏବଂ ଆସାମୀ ଅନ୍ତର୍ଭୁକ୍ତ ରହିଛି ।

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories