www.samajalive.in
Saturday, December 6, 2025
17.1 C
Bhubaneswar

ଓଡ଼ିଶା ବିଧାନସଭାକୁ ଆସିବେ ରାଷ୍ଟ୍ରପତି

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ । ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାକୁ ଜଣେ ରାଷ୍ଟ୍ରପତି ସମ୍ବୋଧନ କରିବେ । ଓଡ଼ିଶା ବିଧାନସଭାର ନିମନ୍ତ୍ରଣକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି । କେଉଁ ଦିନ ସେ ସମ୍ବୋଧନ କରିବେ, ତାହା ରାଷ୍ଟ୍ରପତିଙ୍କ ଅଫିସ ପକ୍ଷରୁ ସ୍ଥିର କରାଯିବ । ଶୀତ ଅଧିବେଶନର କାର୍ଯ୍ୟସୂଚୀ ପ୍ରସ୍ତୁତ ହେବା ପରେ ତାହା ସ୍ପଷ୍ଟ ହେବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories