www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ପହଞ୍ଚିବେ ଟ୍ରମ୍ପ୍‌

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ  ଆଜିଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ପୂର୍ବାହ୍ଣ ୧୧ଟାରେ ଟ୍ରମ୍ପ ଗୁଜରାଟର ଅହମଦାବାଦରେ ପହଞ୍ଚିବେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ସ୍ବାଗତ କରିବେ। ବିମାନବନ୍ଦରରୁ ମୋଦୀ ଓ ଟ୍ରମ୍ପ ଏକ ଶୋଭାଯାତ୍ରାରେ ମୋଟେରା ଷ୍ଟାଡିୟମକୁ ଯିବେ। ୧୨ଟା ୩୦ରେ ମୋଟେରା ଷ୍ଟାଡିୟମରେ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଜନତାଙ୍କୁ ଉଭୟ ସମ୍ବୋଧନ କରିବେ। ସନ୍ଧ୍ୟା ୫ଟାରେ ଦିଲ୍ଲୀ ଫେରି ରାତ୍ରିଯାପନ କରିବେ। ୨୫ ତାରିଖ ପୂର୍ବାହ୍ନରେ ୧୧ଟା ୩୦ରେ ହାଇଦରାବାଦ ହାଉସରେ ଭାରତ-ଆମେରିକା ଦ୍ବିପାକ୍ଷିକ କଥାବାର୍ତ୍ତା, ଅପରାହ୍ଣ ୩ଟାରେ ଆମେରିକା ଦୂତାବାସରେ ବ୍ୟବସାୟୀ ଅଧିକାରୀଙ୍କ ସହିତ ଗୋଲ ଟେବୁଲ ବୈଠକ ସାରି ସନ୍ଧ୍ୟାରେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories