www.samajalive.in
Saturday, December 6, 2025
14.1 C
Bhubaneswar

ଉଦୟଗିରି ପାହାଡ଼ ପରିଦର୍ଶନ କଲେ ରାଷ୍ଟ୍ରପତି

ଭୁବନେଶ୍ଵର: ୪ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଐତିହାସିକ ଉଦୟଗିରି ପାହାଡ଼ ପରିଦର୍ଶନ କରିଛନ୍ତି। ଉଦୟଗିରି ପାହାଡ଼ର ରାଣୀ ଗୁମ୍ଫା, ହାତୀ ଗୁମ୍ଫା, ଜମ୍ବେଶ୍ଵର ଗୁମ୍ଫା, ସର୍ପ ଗୁମ୍ଫା ଆଦି ବୁଲି ଦେଖିଛନ୍ତି। ଏହା ସହ ମହାମେଘବାହାନ ଐର ଖାରବେଳଙ୍କ ସମୟର ଗୁମ୍ଫାଗୁଡ଼ିକରେ ହୋଇଥିବା ଖୋଦେଇ କାରୁକାର୍ଯ୍ୟକୁ ମଧ୍ୟ ଦେଖିଛନ୍ତି। ଐତିହାସିକ ଉଦୟଗିରି ପାହାଡ଼ ବୁଲି ନିଜର ଖୁସି ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ସୂଚନାଯୋଗ୍ୟ, ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଶନିବାର ଭୁବନେଶ୍ଵରରେ ପହଞ୍ଚିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories