www.samajalive.in
Saturday, December 6, 2025
14.1 C
Bhubaneswar

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଚତୁର୍ଥ ଦିନ: ସମ୍ବଲପୁର ଯାଇ ଭୀମଭୋଇଙ୍କ ଆଶ୍ରମ ପରିଦର୍ଶନ କାର୍ଯ୍ୟକ୍ରମ

ସମାଜ ଡିଜିଟାଲ ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ଦିନିଆ ଓଡ଼ିଶା ଗସ୍ତର ଶନିବାର ଶେଷ ଦିନ। ଆଜି ସମ୍ବଲପୁର ଗସ୍ତରେ ଯାଇ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଭୁବନେଶ୍ବରରୁ ବାୟୁସେନା ହେଲିକପ୍ଟରରେ ବାହାରି ସମ୍ବଲପୁର ରେଢାଖୋଲ କଦଳୀଗଡସ୍ଥିତ ହାଇସ୍କୁଲ ପଡିଆରେ ଓହ୍ଲାଇବେ । ସେଠାରୁ ସନ୍ଥ କବି ଭୀମଭୋଇ ଆବିର୍ଭାବ ପୀଠକୁ ଗସ୍ତ କରିବେ। ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଧ୍ବନି ମଣ୍ଡପ ଓ ସନ୍ଥ କବି ଭୀମଭୋଇ ଆଶ୍ରମ ପରିଦର୍ଶନ କରିବେ। ଏଥିସହ ସମ୍ବଲପୁରରେ ରାଷ୍ଟ୍ରପତି ଆହୁରି ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରେଢାଖୋଲ ଓ କଦଳୀଗଡ଼ରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories