www.samajalive.in
Wednesday, December 10, 2025
26.1 C
Bhubaneswar

ରାଷ୍ଟ୍ରପତି ନିର୍ବାଚନ; ଭୋଟ୍‌ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି । ସମସ୍ତ ରାଜ୍ୟର ସାଂସଦ ଓ ବିଧାୟକ ମାନେ ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ କରୁଛନ୍ତି । ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ନିର୍ବାଚନରେ ନିଜର ମତଦାନ କରିଛନ୍ତି । ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ମତଦାନ କରିଥିବା ବେଳେ ଏହି ମତଦାନ ପ୍ରକ୍ରିୟାରେ ମୋଟ୍‌ ୪୮ଶହ ନିର୍ବାଚିତ ସାଂସଦ ଓ ବିଧାୟକ ମାନେ ତାଙ୍କର ନିଜର ମତଦାନ କରୁଛନ୍ତି । ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ବିରୋଧୀ ଦଳର ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନାଙ୍କ ଲଢ଼େଇ ହେଉଛି । ଏହି ରାଷ୍ଟ୍ରପତି ନିର୍ବାଚନରେ ଯଦି ଦ୍ରୌପଦୀ ବିଜୟ ହୁଅନ୍ତି ତେବେ ଦେଶର ସର୍ବୋଚ୍ଚ ଆସନରେ ଜଣେ ଆଦିବାସୀ ମହିଳା ବସିବେ । ଦ୍ରୌପଦୀଙ୍କୁ ମୋଟ୍‌ ୨୭ଟି ରାଜନୈତିକ ଦଳ ସମର୍ଥନ କରିଛି । ଯାହାକି ଦ୍ରୌପଦୀଙ୍କ ବିଜୟ ହେବା ନେଇ ଆଶା କରାଯାଉଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories