www.samajalive.in
Sunday, December 7, 2025
13.1 C
Bhubaneswar

ବସନ୍ତ ପଞ୍ଚମୀ ଉପଲକ୍ଷେ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ଡେସ୍କ: ଦେଶର ବିଭିନ୍ନ ସ୍ଥାନରେ ଆଜି ଧାର୍ମିକ ଉତ୍ସାହ ଓ ଉଲ୍ଲାସର ସହ ବସନ୍ତ ପଞ୍ଚମୀ ପାଳନ କରାଯାଉଛି। ମାଘ ଶୁକ୍ଳ ପଞ୍ଚମୀ ଅବସରରେ ଜ୍ଞାନ, ବିବେକ ଓ ବିଦ୍ୟାର ଦେବୀ ସରସ୍ୱତୀଙ୍କୁ ପୂଜା କରାଯାଏ। ବସନ୍ତ ପଞ୍ଚମୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଭାଲେଣ୍ଟାଇନ୍ ଡେ’ରେ ମିଳିବ ପ୍ରକୃତ ପ୍ରେମ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ


ଭକ୍ତି ଓ ସମର୍ପଣର ଏହି ପର୍ବ ଲୋକଙ୍କ ଜୀବନରେ ସୁଖ ସମୃଦ୍ଧି ଆଣିବ ବୋଲି ସେ ସୋସିଆଲ ମିଡିଆ ପୋଷ୍ଟରେ ଆଶା ବ୍ୟକ୍ତ କରିଛନ୍ତି। ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ପାଇଁ ସେ ଦେବୀ ସରସ୍ୱତୀଙ୍କୁ ପ୍ରାର୍ଥନା କରିଛନ୍ତି।

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories